
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ବଂଶପାଳ ବ୍ଳକ୍ କାଞ୍ଜିପାଣି ଗାଁରେ ଏକ ୧୫ ଦିନର ଶିଶୁ ପୁତ୍ରକୁ ଚେଙ୍କ ଦିଆଯାଇଛି।
ଶିଶୁଟିକୁ ଥଣ୍ଡା ଓ ପେଟ ବଥା ହେବାରୁ ତା’ ଜେଜେମା’ ତାକୁ ଚେଙ୍କ ଦେଇଥିଲେ ବୋଲି ଜଣାପଡ଼ିଛି।
ତେବେ ଗତକାଲି ରାତିରେ ଶିଶୁଟିର ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାକୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
from Odisha Reporter https://ift.tt/2NmNRa1
No comments:
Post a Comment