ସ୍ୱାଧୀନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 11, 2018

ସ୍ୱାଧୀନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ପରଲୋକ

bhadrakj

ଭଦ୍ରକ(ତପନ ସ୍ୱାଇଁ): ସ୍ୱାଧୀନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ପରଲୋକ ହୋଇଛି। ଗତକାଲି ଭଦ୍ରକ ଜିଲ୍ଲା ହସ୍ପିଟାଲରେ ତାଙ୍କର ନିଧନ ହୋଇଛି। ମୃତବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ସ୍ୱାଧୀନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ର କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କନିଷ୍ଠ ପୁତ୍ର ଥିଲେ।
ଦୀର୍ଘ ଦିନ ଧରି ସେ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପରିବାର ଲୋକ ଉପସ୍ଥିତ ଥିଲେ। ସ୍ୱାଧୀନତା ସଂଗ୍ରାମ ସମୟରେ ସେ ଅନେକ ଥର ଜେଲ୍‌ ଯାଇଥିଲେ।
ଗୌରଚନ୍ଦ୍ରଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ୍ ଶୋକ ପ୍ରକାଶ କରିଛନ୍ତି।



from Odisha Reporter https://ift.tt/2N8veWY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages