ଦାମଙ୍କୁ ବହିଷ୍କାର କରାଯିବାର କାରଣ କହିଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

ଦାମଙ୍କୁ ବହିଷ୍କାର କରାଯିବାର କାରଣ କହିଲେ ମୁଖ୍ୟମନ୍ତ୍ରୀ

naveen

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଗତକାଲି ପାରାଦୀପ ବିଧାୟକ ଦାମୋଦର ରାଉତଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଛି।

ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଡ. ଦାମୋଦର ରାଉତଙ୍କୁ ବିଜୁ ଜନତା ଦଳରୁ ବହିଷ୍କାର କରାଯାଇଛି ବୋଲି ଗତକାଲି ଦଳର ରାଜ୍ୟ ସମ୍ପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଥିଲେ।

ତେବେ ଏଥିରେ କୌଣସି କାରଣ ଦର୍ଶାଯାଇ ନଥିଲା।

ଏହାପରେ ରାଜ୍ୟରାଜନୀତି ସରଗରମ ହୋଇଥିଲା। ତେବେ ଏନେଇ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି କହି ନଥିଲେ।

ଆଜି ମୁଖ୍ୟମନ୍ତ୍ରୀ କହିଛନ୍ତି,“ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ଦାମଙ୍କୁ ବହିଷ୍କାର କରାଯାଇଛି।”

 



from Odisha Reporter https://ift.tt/2N9VbFW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages