ଏହି ସବୁ ଜିଲ୍ଲାରେ ହୋଇପାରେ ଝଡ଼ତୋଫାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ଏହି ସବୁ ଜିଲ୍ଲାରେ ହୋଇପାରେ ଝଡ଼ତୋଫାନ

imd-aleart-to-13-district-for-heavy-rain-and-lightning

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩ଟି ଜିଲ୍ଲାରେ ଆଜି ଝଡ଼ତୋଫାନ ସହ ବର୍ଷା ହେବ। ଏହା ସହ ବଜ୍ରପାତର ବି ସମ୍ଭାବନା ରହିଛି। ଏନେଇ ଜିଲ୍ଲାଗୁଡିକୁ ଅପରାହ୍ଣ ସାଢ଼େ ଗୋଟାଏ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଗଞ୍ଜାମ।



from Odisha Reporter https://ift.tt/2CfRF7F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages