ରାତି ପାହିଲେ ନୂଆଁଖାଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

ରାତି ପାହିଲେ ନୂଆଁଖାଇ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ରାତି ପାହିଲେ ନୂଆଁଖାଇ। ଏଥିପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା। ପୂଜାପାଠ, ଖିଆପିଆ ସହ ନାଚଗୀତର ତାଳେ ତାଳେ ଉଠିବ ପଡ଼ିବ ପଶ୍ଚିମ ଓଡ଼ିଶା। ଏଥିପାଇଁ ଦୂରଦୂରାନ୍ତରୁ ଆସି ଘରେ ପହଞ୍ଚିଲେଣି ପରିବାର ଲୋକେ।

ଆସନ୍ତାକାଲି ଭୋର ସାଢ଼େ ୪ଟାରେ ଖୋଲିବ ମାଆ ସମଲେଶ୍ୱରୀଙ୍କ ମନ୍ଦିର। ନୂଆଶାଢ଼ୀ ସହ ଅଳଙ୍କାର ଧାରଣ ପରେ ଆରମ୍ଭ ହେବ ରୀତିନୀତିର ପୂଜାର୍ଚ୍ଚନା। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ସକାଳ ୮ଟା ୧୦ରେ ବାଜିବ କାହାଳୀ। ତା’ପରେ ମାଆଙ୍କ ନିକଟରେ ପୂଜାର୍ଚ୍ଚନା କରି ନିଜ ନିଜ ଘରେ ନୂଆଁ ଖାଇବେ ଲୋକେ।



from Odisha Reporter https://ift.tt/2QpDdx3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages