ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 10, 2018

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

kashmir

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପ୍‌ୱାଡା ଜିଲ୍ଲାର ହନ୍ଦୱାଡାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଖବର ଲେଖାଯିବା ସୁଦ୍ଧା ସର୍ଚ୍ଚ ଅପରେସନ୍ ଜାରି ରହିଛି।

ଗୁଳିବିନିମୟ ସମୟରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ଏହା ସହିତ ସର୍ଚ୍ଚ ଅପରେସନ୍ ଚାଲିଥିବା ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଗତକାଲି ବିଳମ୍ୱିତ ରାତି ପ୍ରାୟ ୨ଟା୩୦ରୁ ଏହି ଅପରେସନ୍‌ ଆରମ୍ଭ ହୋଇଥିଲା।



from Odisha Reporter https://ift.tt/2O58Gmw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages