ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିବା ବେଳେ ମାରି ଦେଲେ ମହୁମାଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିବା ବେଳେ ମାରି ଦେଲେ ମହୁମାଛି

rayagad

ରାୟଗଡ଼ା (ଓଡ଼ିଶା ରିପୋର୍ଟର): ମହୁମାଛି ନେଲା ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲାରେ।

କାରୁବାଈ ଆଶ୍ରମ ସ୍କୁଲର କିଛି ଛାତ୍ର ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିଲେ। ଏହି ସମୟରେ ସେମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା। ଏଥିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଅକ୍ଷୟ କୁମାର ଶତପଥୀ କହିଛନ୍ତି,“ ଆଜି ସକାଳେ ୫ ଜଣ ପିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଭଲ ଅଛି। ହେଲେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଚିକିତ୍ସା ଚାଲିଛି।”



from Odisha Reporter https://ift.tt/2Oh3YCv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages