ବଣାଇରେ ହାତୀ ଉପଦ୍ରବ; ଗାଁରେ ପଶି ଭାଙ୍ଗିଲେ ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 2, 2018

ବଣାଇରେ ହାତୀ ଉପଦ୍ରବ; ଗାଁରେ ପଶି ଭାଙ୍ଗିଲେ ଘର

eleplehent

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ବାଙ୍କି ରେଞ୍ଜ୍‌ ଅନ୍ତର୍ଗତ କେ.ବଳାଙ୍ଗ ଅଞ୍ଚଳରେ ୨୦ରୁ ୩୦ଟି ଝାଡ଼ଖଣ୍ଡୀ ହାତୀ ଉପଦ୍ରବ କରୁଛନ୍ତି। ଏହି ହାତୀପଲ ଡାଳିମ୍ବଡ଼ିହ ଓ ବାଖରତୋଳା ଗାଁରେ ପଶି ୩ଟି ଘର ଭାଙ୍ଗି ଦେଇଛନ୍ତି। ଏହା ସହ ବିଲରେ ପଶି ବ୍ୟାପକ ଫସଲ ନଷ୍ଟ କରି ଦେଇଛନ୍ତି।

ଏହି ହାତୀପଲ ଖାଦ୍ୟ ଅନୁସରଣରେ ଗାଁ ଭିତରକୁ ପଶି ଆସିଛନ୍ତି। ଫଳରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।

 

 

 

 



from Odisha Reporter https://ift.tt/2wANYEg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages