ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାବାସୀଙ୍କୁ ଲକ୍ଷ୍ମୀପୂଜା ଭେଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 16, 2018

ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାବାସୀଙ୍କୁ ଲକ୍ଷ୍ମୀପୂଜା ଭେଟି

dharmendra

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାକୁ ଖୁବଶୀଘ୍ର ପାଇପ ଯୋଗେ ଗ୍ୟାସ ଯୋଗାଣ କରାଯିବ। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ଏହା ଦୁଇ ଜିଲ୍ଲାବାସୀଙ୍କ ପାଇଁ ଲକ୍ଷ୍ମୀପୂଜା ଭେଟି ବୋଲି ସେ କହିଛନ୍ତି।

ପ୍ରସିଦ୍ଧ ମହମା ଗାଦିକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଓ ଏନଟିପିସି ଗଜମରା ଭଳି ଅନେକ ଉନ୍ନତିମୂଳକ କାମ ପାଇଁ ରାଜ୍ୟ ସରକାର ସହଯୋଗ କରୁନଥିବା ସେ ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2OspFzB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages