ଦୁଇ ବରିଷ୍ଠ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 4, 2018

ଦୁଇ ବରିଷ୍ଠ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

vigilace

ଧର୍ମଗଡ଼ (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେସିଙ୍ଗା ବ୍ଲକ ସହକାରୀ ଯନ୍ତ୍ରୀ ବାସୁଦେବ ମହାରଣା ଏବଂ ଜଳ ବିଭାଜିକା ଓଭରସିୟର୍ ପୀତବାସ ମହାକୁଡ଼ଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ୩୦ ଜଣିଆ ଟିମ୍‌ ମଦନପୁର-ରାମପୁରରେ ଥିବା ଉଭୟ ଅଧିକାରୀଙ୍କ ଘରେ ଚଢ଼ାଉ କରିଛନ୍ତି।

 



from Odisha Reporter https://ift.tt/2LVZO0D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages