୧୩ ସେପ୍ଟେମ୍ବର, ଗୁରୁବାର: ଆଜି ଗଣେଶ ପୂଜାରେ ଦିନଟି ଏମିତି କଟିପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 12, 2018

୧୩ ସେପ୍ଟେମ୍ବର, ଗୁରୁବାର: ଆଜି ଗଣେଶ ପୂଜାରେ ଦିନଟି ଏମିତି କଟିପାରେ

RasiFala

ମେଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାମ ସଂପନ୍ନ ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

ବୃଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।  ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦାୟିତ୍ୱ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇପାରେ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଆୟ ଅପେକ୍ଷା ବ୍ୟୟ ବଢ଼ିପାରେ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଘରୁ ବାହାକୁ ଗଲା ବେଳେ ମିଶ୍ରି ଖାଇ ଯାଆନ୍ତୁ, ଶୁଭଫଳ ମିଳିବ।

ସିଂହ:  ଘର ଲୋକଙ୍କ ସହିତ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ।

କନ୍ୟା: ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଖର୍ଚ୍ଚ ବଢ଼ିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ତୁଳା: ଜୀବନସାଥୀଙ୍କ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଅଧିକ ଲାଭ ମିଳିବ।

ବିଛା: ଚାକିରି କ୍ଷେତ୍ରରେ ସମସ୍ୟା ଦେଖା ଯାଇପାରେ, ସତର୍କ ରୁହନ୍ତୁ। ପରିବାରର କୌଣସି ସଦ୍ୟସଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ମହିଳାଙ୍କ ସହଯୋଗ ମିଳିବ।

ଧନୁ: କ୍ୟାରିଅରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ।

ମକର: ଲାଗି ରହିଥିବା ବିବାଦରେ ଆଜି ପୂର୍ଣ୍ଣଛେଦ ପଡ଼ିବ। ଘର ଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ଭାଇଙ୍କ ସହଯୋଗ ମିଳିବ।

କୁମ୍ଭ: ଆଧ୍ୟାତ୍ମିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଚାକିରି କ୍ଷେତ୍ରରେ ନୂଆ ସୁଯୋଗ ମିଳିବ। ଘରକୁ ବନ୍ଧୁ ଆସିପାରନ୍ତି।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ।ଶରୀର କୌଣସି ସ୍ଥାନରେ ଆଘାତ ଲାଗିପାରେ, ତେଣୁ ଦେଖିଚାହିଁ କାମ କରନ୍ତୁ।



from Odisha Reporter https://ift.tt/2p10nxc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages