ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 9, 2018

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

lightning

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କୋରାପୁଟ।

ରାତି ୯ଟା ପର୍ଯ୍ୟନ୍ତ ଏସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2O1eqhj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages