ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 8, 2018

ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ

jibana

ଦୁଃଖ ଓ ବିପଦ ସମୟରେ ଆଦୌ ଭାଙ୍ଗି ପଡ଼ନ୍ତୁ ନାହିଁ। ଦୁଃଖକୁ ଧୈର୍ଯ୍ୟ ଓ ସାହସର ସହିତ ମୁକାବିଲା କରନ୍ତୁ।

ଆକାଶରେ କଳାବାଦଲ ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ସୂର୍ଯ୍ୟଙ୍କୁ ଢାଙ୍କି ଦିଏ। କିନ୍ତୁ ସେ ପୁଣି ସାରା ଦୁନିଆକୁ କିରଣ ଦିଅନ୍ତି।

ସେମିତି ଆମ ଜୀବନଚକ୍ରରେ କିଛି ବି ସ୍ଥାୟୀ ନୁହେଁ। ଦୁଃଖ ପରେ ସୁଖ ଆସିବା ନିଶ୍ଚିତ। ଦୁଃଖକୁ ଏକ କଳାବାଦଲ ବୋଲି ଭାବନ୍ତୁ। ସେ ହଟିବା ନିଶ୍ଚିତ।

ଆଦୌ ଭୟ କରନ୍ତୁ ନାହିଁ। ଦୁଃଖ କେବଳ ଆପଣଙ୍କୁ ଡରାଉଛି।



from Odisha Reporter https://ift.tt/2wWxPsd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages