ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର, ଅଟକି ରହିଛି ତିନି ଟ୍ରେନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର, ଅଟକି ରହିଛି ତିନି ଟ୍ରେନ୍

hiraex,,,

ରାୟଗଡ଼ା (ମାଉଡ଼ି ବାରିକ): କୋରାପୁଟର ଭାଲୁମୁସ୍କା-ଲିଲିଗୁମା ମଧ୍ୟରେ ଥିବାର ରେଲୱେ ଲାଇନ୍‌ ଉପରେ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଛି। ଏଥିଯୋଗୁଁ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି।

ଟିକିରିରେ ବିଶାଖାପାଟଣା-କୋରାପୁଟ ଡିଏମ୍ୟୁ ଅଟକି ରହିଛି। ସେହିପରି ଭାଲୁମୁସ୍କାରେ ରାଉରକେଲା ଏକ୍ସପ୍ରେସ୍ ଅଟକି ରହିଥିବା ବେଳେ ଶିକରପାଇ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଅଟକି ରହିଛି।

ଟେକ୍ନିସିଆନ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମରାମତି ଜାରି ରଖିଛନ୍ତି।



from Odisha Reporter https://ift.tt/2Q26ZqN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages