୪ଟା ୪୫ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 24, 2018

୪ଟା ୪୫ ଯାଏ ସତର୍କ ରୁହନ୍ତୁ

lighting-12

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୭ଟି ଜିଲ୍ଲାରେ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ଅପରାହ୍ନ ୪ଟା ୪୫ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି- କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର। ତେବେ ଜୋର୍ ବର୍ଷା ହେବ ନାହିଁ। ହାଲ୍‌କା ବର୍ଷା ହେବ ବୋଲି କୁହାଯାଇଛି।



from Odisha Reporter https://ift.tt/2I8SpLl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages