
ଟିଟିଲାଗଡ଼(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ସିରୋଲ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।ମୃତକଙ୍କ ପରିଚୟ ମିଳିନାହିଁ।
ପୁଲିସ୍ ଓ ଅଗ୍ନିଶମ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ବାଇକ୍ ଆରୋହୀଙ୍କ ମୃତଦେହ ଉଦ୍ଧାର କରିଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଗତକାଲି ରାତି ପ୍ରାୟ ୯ଟାରେ ସମୟରେ ଏହି ଦୁର୍ଘଟଣା ଘଟିଛି। କୌଣସି ବଡ଼ ଗାଡ଼ି ସେମାନଙ୍କୁ ପଛପଟୁ ଧକ୍କା ଦେଇ ଚାଲି ଯାଇଥିବା ଅନୁମାନ କରାଯାଉଛି।
from Odisha Reporter https://ift.tt/2x4PH4h
No comments:
Post a Comment