
ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଣି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି।
ମେଟଗୁଡ଼େମ ଜଙ୍ଗଲରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ମହିଳା ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।
ପୁଲିସ୍କୁ ଟାର୍ଗେଟ୍ କରି ମାଓବାଦୀ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ ବୋଲି ସୁକ୍ମା ଏସ୍ପି ଅଭିଷେକ ମୀନା ସୂଚନା ଦେଇଛନ୍ତି।
from Odisha Reporter https://ift.tt/2xfLdJ6
No comments:
Post a Comment