ଅମିତ ଶାହ ଆସିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 10, 2018

ଅମିତ ଶାହ ଆସିବେ

amit-.....dr

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ତାରିଖରେ ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହ ଓଡ଼ିଶା ଆସିବେ।
ସେ ପୁରୀରେ ଓଡ଼ିଶା ବିଜେପି ମହିଳା ମୋର୍ଚ୍ଚା ସମାବେଶରେ ଯୋଗ ଦେବେ।
ରାଜ୍ୟ ମହିଳା ବିଜେପି ସଭାନେତ୍ରୀ ପ୍ରଭାତୀ ପରିଡ଼ା ଅମିତ ଶାହ ଓଡ଼ିଶା ଆସୁଥିବା ନେଇ ଏହି ସୂଚନା ଦେଇଛନ୍ତି।



from Odisha Reporter https://ift.tt/2OaoFj9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages