ଟ୍ରକ୍‌ରେ ଥିଲା ଦେଢ଼ କୋଟି ଟଙ୍କାର ଚୋରା ମାଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 29, 2018

ଟ୍ରକ୍‌ରେ ଥିଲା ଦେଢ଼ କୋଟି ଟଙ୍କାର ଚୋରା ମାଲ୍‌

truck

ଲମତାପୁଟ( ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ୍‌ ଏକ ଗଞ୍ଜେଇ ବୋଝେଇ ଟ୍ରକ୍‌ ଜବତ କରିଛି।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହି ଗଞ୍ଜେଇ ରାଜ୍ୟ ବାହାରକୁ ଚୋରାଚାଲାଣ ହେଉଥିବା ଜଣାପଡ଼ିଛି।

ତେବେ ଏହି ଘଟଣାରେ ପୁଲିସ୍‌ କାହାରିକୁ ଗିରଫ କରି ନାହିଁ।



from Odisha Reporter https://ift.tt/2Na71uQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages