ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 22, 2018

ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ଵର (ଓଡ଼ିଶା ରିପୋର୍ଟର) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ସୋମବାର ୧୧ଟା ୪୫ମିନିଟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ୪ ଟି ଏଜେଣ୍ଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

ତେବେ କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଥିଲେ ମଧ୍ୟ ଏଜେଣ୍ଡା ପ୍ରଦାନ କରାଯାଇ ନଥିବା ଜଣା ପଡ଼ିଛି।



from Odisha Reporter https://ift.tt/2zmS5G3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages