୧୦ ଜଣଙ୍କୁ ଘାଇଲା କଲା ଭାଲୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 9, 2018

୧୦ ଜଣଙ୍କୁ ଘାଇଲା କଲା ଭାଲୁ

bear

ନୂଆପଡ଼ା (ଓଡ଼ିଶା ରିପୋର୍ଟର): ନୂଆପଡ଼ା ଜିଲ୍ଲା ବୋଡେନ ଥାନା ଅନ୍ତର୍ଗତ କରଙ୍ଗାମାଲ ଗାଁରେ ଭାଲୁ ଆକ୍ରମଣରେ ୧୦ ଜଣ ଲୋକ ଆହତ ହୋଇଛନ୍ତି।
ଭାଲୁଟି ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଥିଲା ଓ ଜଣେ ପରେ ଜଣେ ୧୦ ଜଣ ତା’ ହାବୁଡ଼ରେ ପଡ଼ି ଯାଇଥିଲେ।

ଭାଲୁଟି ସକାଳେ ୮ ଜଣଙ୍କୁ ଆକ୍ରମଣ କରିଥିବା ବେଳେ ସନ୍ଧ୍ୟାରେ ଆଉ ଦୁଇ ଜଣଙ୍କୁ ଲହୁଲୁହାଣ କରି ଦେଇଥିଲା।

ଆହତମାନଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/2oRJvsG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages