
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ। ଉପକୂଳ ଅଞ୍ଚଳରେ ପାଗ ଶୁଖିଲା ରହିବ।
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଜଣାପଡ଼ିଛି।
from Odisha Reporter https://ift.tt/2oZ5e29
No comments:
Post a Comment