ଝାରପଡ଼ା ଜେଲ୍‌ରେ କଏଦୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 30, 2018

ଝାରପଡ଼ା ଜେଲ୍‌ରେ କଏଦୀ ମୃତ

jail

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରପଡ଼ା ଜେଲ୍‌ରେ ଆଜି ସକାଳେ ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତ କଏଦୀ ଜଣକ ହେଲେ ଜଟଣୀ ବଡ଼ତୋଟା ଗାଁର ଗଦାଧର ସାହୁ।

ଆଜି ସକାଳେ ଗଦାଧର ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ କ୍ୟାପିଟାଲ୍‌ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
୨୦୧୫ର ଏକ ଦୁଷ୍କର୍ମ ମାମଲାରେ ଗଦାଧରଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହେବା ପରେ ତାଙ୍କୁ ଝାରପଡ଼ା ଜେଲ୍‌ରେ ରଖାଯାଇଥିଲା।

ତେବେ ନିର୍ଯାତନା କାରଣରୁ ଗଦାଧରଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଏନେଇ ଜେଲ୍‌ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।



from Odisha Reporter https://ift.tt/2OZBsFL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages