ଅମିତ୍ ଆଣିଲେ ଗୌରବ; ବକ୍ସିଂରେ ଭାରତକୁ ସ୍ୱର୍ଣ୍ଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 1, 2018

ଅମିତ୍ ଆଣିଲେ ଗୌରବ; ବକ୍ସିଂରେ ଭାରତକୁ ସ୍ୱର୍ଣ୍ଣ

amit

ଜାକର୍ତ୍ତା: ଏସିଆନ୍ ଗେମ୍‌ସରେ ଆଜି ଭାରତକୁ ବକ୍ସିଂରେ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୪୯ କେଜି ବର୍ଗରେ ଭାରତ ପାଇଁ ଏହି ଗୌରବ ଆଣିଛନ୍ତି ଅମିତ୍ ପଙ୍ଘଲ।

ଅମିତ ଉଜ୍‌ବେକିସ୍ତାନର ଅଲମ୍ପିକ୍ ଚାମ୍ପିଅନ୍ ହାସନବୟ ଦୁସ୍‌ମାତୋଭ୍‌ଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

ଏହା ସହିତ ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୧୪ରେ ପହଞ୍ଚି ଯାଇଥିବା ବେଳେ ମୋଟ ପଦକ ସଂଖ୍ୟା ୬୬ରେ ପହଞ୍ଚିଛି।



from Odisha Reporter https://ift.tt/2N9D69S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages