
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୧ଟା ୩୦ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୫ଟି ଜିଲ୍ଳାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର।
from Odisha Reporter https://ift.tt/2C8Jrhx
No comments:
Post a Comment