
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୮ଟି ଜିଲ୍ଲାରେ ଆଜି ଝଡ଼ତୋଫାନ ସହ ବର୍ଷା ହେବ। ଏହା ସହ ଘଡ଼ଘଡ଼ି ମାରିବ।
ଏନେଇ ଏହି ଜିଲ୍ଲାଗୁଡ଼ିକୁ ଅପରାହ୍ଣ ଦୁଇଟା ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।
from Odisha Reporter https://ift.tt/2ClsmkQ
No comments:
Post a Comment