ବସ୍ ଓଲଟି ପଡ଼ିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 21, 2018

ବସ୍ ଓଲଟି ପଡ଼ିଲା

bus

ଜୟପୁର(ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକ୍‌ ପର୍ଲିଠାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ତେବେ ବସ୍‌ରେ ଥିବା ୪୦ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବସ୍‌ଟି ବ୍ରହ୍ମପୁରରୁ ଉମରକୋଟ ଯାଉଥିଲା। ତେବେ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାର ପ୍ରକୃତ କାରଣ ଜଣାପଡ଼ିନି।



from Odisha Reporter https://ift.tt/2PWzgPn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages