ଆଇନଜୀବୀ-ପୁଲିସ ଗଣ୍ଡଗୋଳ ମାମଲାର ହେବ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 4, 2018

ଆଇନଜୀବୀ-ପୁଲିସ ଗଣ୍ଡଗୋଳ ମାମଲାର ହେବ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ

କଟକ (ଓଡ଼ିଶା ରିପୋର୍ଟର): କଟକରେ ଆଇନଜୀବୀ-ପୁଲିସ ଗଣ୍ଡଗୋଳ ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ। ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଜଣେ ଡିଏସ୍‌ପି ସ୍ତରର ଅଧିକାରୀ ଏହାର ତଦନ୍ତ କରିବେ।

ଏପଟେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଦ୍ୱାରା ବିଚାର ବିଭାଗୀୟ ତଦନ୍ତ ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ ଜାରି ରହିଛି। କ୍ରିମିନାଲ୍‌ କୋର୍ଟ ବାର୍‌ ଆସୋସିଏସନ୍‌ ସମ୍ମୁଖରେ ଆଇନଜୀବୀମାନେ ପ୍ରତିବାଦ କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଆସନ୍ତାକାଲି ବାର ବାରସୋସିଏସନ ବୈଠକରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ।

କଟକ ହାଇକୋର୍ଟର ଜଣେ ଓକିଲଙ୍କୁ ପୁଲିସ ମାଡ଼ ମାରିବା ଅଭିଯୋଗ ପରେ ବିବାଦ ଲାଗି ରହିଛି। ଏହି ଘଟଣାରେ ୩ ଜଣ ପୁଲିସ କର୍ମଚାରୀଙ୍କୁ ବିଭାଗ ପକ୍ଷରୁ ପୂର୍ବରୁ ନିଲମ୍ବିତ କରାଯାଇଛି।



from Odisha Reporter https://ift.tt/2MNYulG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages