ରାହୁଲ ଗାନ୍ଧି ଓଡ଼ିଶା ଆସିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 21, 2018

ରାହୁଲ ଗାନ୍ଧି ଓଡ଼ିଶା ଆସିବେ

rahul

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସିବେ। ଅକ୍ଟୋବର ମାସରେ ସେ ଆସିବେ। ତା’ପରେ ନଭେମ୍ବର ମାସରେ ଆଉ ଥରେ ସେ ଏଠାକୁ ଆସିବାର କାର୍ଯ୍ୟକ୍ରମ ରହିଛି।

ରାହୁଲଙ୍କ ଗସ୍ତ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ତେବେ ସେ କେବେ ଆସିବେ ସେ ନେଇ ତାରିଖ ସ୍ପଷ୍ଟ କରାଯାଇ ନାହିଁ।



from Odisha Reporter https://ift.tt/2xHtVno

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages