ଢେଙ୍କାନାଳ ଡାକ୍ତରଖାନରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 29, 2018

ଢେଙ୍କାନାଳ ଡାକ୍ତରଖାନରେ ଅଗ୍ନିକାଣ୍ଡ

hospital,,,,

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ପଞ୍ଚମ ମହଲାରେ ଥିବା କ୍ୟାଣ୍ଟିନ୍‌ରେ ଆଜି ନିଆଁ ଲାଗିଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ତେବେ କେମିତି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନି।

ଅଗ୍ନିଶମ ଅଧିକାରୀଙ୍କ କହିବା ଅନୁଯାୟୀ, ଡାକ୍ତରଖାନର କ୍ୟାଣ୍ଟିନ୍‌ରେ କୋଇଲା ଆଞ୍ଚରେ ରୋଷେଇ କରାଯାଉଥିଲା। ଆଉ ଏହି ଷ୍ଟାଫ୍ କ୍ୟାଣ୍ଟିନ୍ ପାଇଁ ଅଗ୍ନିଶମ ବିଭାଗର ଅନୁମତି ନିଆଯାଇ ନାହିଁ।

ସେହିପରି ଡାକ୍ତରଖାନାର କ୍ୟାଣ୍ଟିନ୍‌ରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ମଧ୍ୟ ନାହିଁ।

ଏନେଇ ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି, ଅଗ୍ନିନିର୍ବାପକ ବ୍ୟବସ୍ଥା କରାଯାଉଛି।



from Odisha Reporter https://ift.tt/2zEbT7H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages