୧୨ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

୧୨ ଯାଏ ସତର୍କ ରୁହନ୍ତୁ

lighe

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଓଡ଼ିଶାର ୩ଟି ଜିଲ୍ଲାରେ ହାଲୁକା ବର୍ଷା ହେବ। ଘଡ଼ଘଡ଼ି ବି ମାରିବ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିନ ୧୨ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।



from Odisha Reporter https://ift.tt/2QrNfO9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages