ଠିକାଦରଙ୍କ ଘର ଉପରେ ସଂଘବଦ୍ଧ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 16, 2018

ଠିକାଦରଙ୍କ ଘର ଉପରେ ସଂଘବଦ୍ଧ ଆକ୍ରମଣ

bbsr

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଡୁମୁଡୁମାରେ ଜଣେ ଠିକାଦାରଙ୍କ ଘର ଉପରକୁ ଗତକାଲି ବିଳମ୍ୱିତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି।

ଦୁଇଟି କାର୍‌ରେ ୨୦ରୁ ୨୫ ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଠିକାଦରଙ୍କ କାର୍ ଭାଙ୍ଗି ଚୂରମାର ହୋଇଯାଇଛି।

ଏହି ଘଟଣାରେ ପୁଲିସ୍‌ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ୨ଟି ଦାମୀ କାର୍ ଓ ମାରଣାସ୍ତ୍ର ଜବତ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ଠିକାଦାରଙ୍କ ପକ୍ଷରୁ ଥାନାରେ ଲିଖିତ ଭାବେ ରିପୋର୍ଟ ଦିଆଯାଇ ନାହିଁ।

ପୂର୍ବ ବିବାଦକୁ କେନ୍ଦ୍ର କରି ଏଭଳି ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି।  ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2D2QTLM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages