ଭାରତୀ ଓ ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ଭାରତୀ ଓ ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି

bharati

ନୂଆଦିଲ୍ଲୀ: କମେଡିଆନ୍ ଭାରତୀ ସିଂହ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟା ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେମାନଙ୍କୁ ମୁମ୍ୱାଇର କୋକିଲାବେନ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତ କିଛି ଦିନ ହେବ ଭାରତୀ ଓ ହର୍ଷଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିଲା। ତେଣୁ ସେମାନଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ଉଭୟଙ୍କୁ ଡେଙ୍ଗୁ ହୋଇଥିବା ରିପୋର୍ଟ ଆସିବା ପରେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ଡାକ୍ତର କହିଥିଲେ। ଏବେ ସେମାନଙ୍କ ଚିକିତ୍ସା ଚାଲିଛି।

ସୂଚନାଯୋଗ୍ୟ, ଭାରତୀ ଓ ହର୍ଷ ‘ବିଗ୍ ବସ୍ ସିଜନ୍ ୧୨’ରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଗୋଆରେ ହେଇଥିବା ଏକ ସାମ୍ୱାଦିକ ସମ୍ମିଳନୀରେ ସଲମାନ୍ ଖାନ୍ଙ୍କ ସହ ଉଭୟଙ୍କୁ ଦେଖିବାକୁ ମିଳିଥିଲା। ତେଣୁ ଚର୍ଚ୍ଚା ଜୋର ଧରିଥିଲା। ତେବେ ସେମାନେ ‘ବିଗ୍ ବସ୍’ର ନୂଆ ସଜିନ୍‌ରେ ସାମିଲ ହୋଇ ନାହାନ୍ତି।



from Odisha Reporter https://ift.tt/2QQmiEd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages