ସନ୍ଧ୍ୟାରେ ପ୍ରବଳ ବର୍ଷା ହେବ; ସତର୍କ କଲା ପାଣିପାଗ କେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

ସନ୍ଧ୍ୟାରେ ପ୍ରବଳ ବର୍ଷା ହେବ; ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ସୁଦ୍ଧା ପ୍ରବଳ ବର୍ଷା ହେବ। ବଜ୍ରପାତ ମଧ୍ୟ ହେବ। ଏଥିପାଇଁ ରାଜ୍ୟର ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଆଜି ସନ୍ଧ୍ୟା ୭ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମାରିବା ସହିତ ପବନ ମଧ୍ୟ ବୋହିବ। ତେଣୁ ସନ୍ଧ୍ୟା ପୂର୍ବରୁ ଘରକୁ ଫେରିଆସିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।



from Odisha Reporter https://ift.tt/2p3ktXF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages