
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାତି ସାଢେ ୨ଟା ପର୍ଯ୍ୟନ୍ତ ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା, ବପନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି।
ସତର୍କ କରାଯାଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର ଓ ବୌଦ୍ଧ।
from Odisha Reporter https://ift.tt/2oA114D
No comments:
Post a Comment