ଭାଲୁ ଆକ୍ରମଣରେ ଜଣେ ମୃତ, ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 28, 2018

ଭାଲୁ ଆକ୍ରମଣରେ ଜଣେ ମୃତ, ଦୁଇ ଆହତ

tyyr

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ମାଧପୁର ରେଞ୍ଜ ଅନ୍ତର୍ଗତ ଭୋଇପଡ଼ାରେ ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକ ଜଣଙ୍କ ହେଲେ ଗିରିଶ ମେହେର। ଗୁରୁତର ପ୍ରକାଶ ମହାକୁଡ଼ ଓ ସୁଦାମ ଜାଲଙ୍କୁ ବୌଦ୍ଧ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଭୋଇପଡ଼ା ନିକଟବର୍ତ୍ତୀ ଗାଁର କିଛି ଲୋକ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା।

ପୁଲିସ୍ ଓ ବନ ବିଭାଗ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।



from Odisha Reporter https://ift.tt/2zEUNH3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages