ରାଷ୍ଟ୍ରପତିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 30, 2018

ରାଷ୍ଟ୍ରପତିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

kovindmodi

ନୂଆଦିଲ୍ଲୀ: ଆଜି ହେଉଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଜନ୍ମଦିନ। ସେ ଆଜି ୭୩ ବର୍ଷରେ ପଦାର୍ପଣ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।

ସେ ଲେଖିଛନ୍ତି,“ଜନ୍ମଦିନରେ ରାଷ୍ଟ୍ରପତିଜୀଙ୍କୁ ଶୁଭେଚ୍ଛା। ତାଙ୍କ ଜ୍ଞାନ ଓ ବିଭିନ୍ନ ବିଷୟରେ ଥିବା ଧାରଣାରୁ ଭାରତ ଲାଭବାନ ହେବ। ସେ ଆମ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ସଂସ୍ପର୍ଶରେ ଅଛନ୍ତି। ମୁଁ ତାଙ୍କ ପାଇଁ ଦୀର୍ଘ ଓ ନିରାମୟ ଜୀବନ ପାଇଁ ପ୍ରାର୍ଥନା କରୁଛି।

ରାମନାଥ କୋବିନ୍ଦ ଗତବର୍ଷ ଜୁଲାଇ ୨୫ ତାରିଖରେ ଭାରତର ୧୪ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।



from Odisha Reporter https://ift.tt/2xPXHrc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages