ଛେଳି ଚୋରିକୁ କେନ୍ଦ୍ର କରି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 3, 2018

ଛେଳି ଚୋରିକୁ କେନ୍ଦ୍ର କରି ହତ୍ୟା

barhampur

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଏସ.ଡୁଣ୍ଡୁରିବାଡ଼ି ନିକଟ ଡିହପଦର ଗାଁରେ ଛେଳି ଚୋରିକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବାଞ୍ଛାନିଧି ଗୌଡ଼।

ବାଞ୍ଚାନିଧିଙ୍କୁ ସେହି ଗ୍ରାମର ଗଙ୍ଗା ସେଠୀ ଓ ଅଙ୍ଗାର ମଳିକ ହତ୍ୟା କରିଥିବା ନେଇ ସୋରଡ଼ା ଥାନାରେ ମାମଲା ରୁଜୁ ହୋଇଛି।

ଅଭିଯୁକ୍ତମାନେ ଏକ ଧାରୁଆ ଅସ୍ତ୍ରରେ ବାଞ୍ଛାନିଧିକୁ ହତ୍ୟା କରି ଫେରାର ହୋଇଯାଇଛନ୍ତି।

ଖବର ପାଇ ପୋଲିସ ଗାଁରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2Ps09KA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages