ରାସ୍ତା ଉପରେ ଓଲଟି ପଡ଼ିଲା ବୋଲେରୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 23, 2018

ରାସ୍ତା ଉପରେ ଓଲଟି ପଡ଼ିଲା ବୋଲେରୋ

accident

ଆନନ୍ଦପୁର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବୋଲେରୋଟି ରାସ୍ତା ଉପରେ ପୂରା ଓଲଟି ପଡ଼ିଥିଲା।

ଗୁରୁତର ଥିବା ବ୍ୟକ୍ତିଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବୋଲେରୋରେ ଚୋରା କାଠ ଚାଲାଣ କରାଯାଉଥିଲା। ତେବେ କେଉଁଥିପାଇଁ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହେଲା ତାହା ଜଣାପଡ଼ିନି। ଦ୍ରୁତ ଗତି ଯୋଗୁଁ ବି ଏହା ହୋଇଥାଇପାରେ ବୋଲି କୁହାଯାଉଛି।



from Odisha Reporter https://ift.tt/2pylPtS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages