ଶ୍ରୀମନ୍ଦିର ସଂସ୍କାର ନେଇ ଆଲୋଚନା କରିବାକୁ ଆସୁଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 16, 2018

ଶ୍ରୀମନ୍ଦିର ସଂସ୍କାର ନେଇ ଆଲୋଚନା କରିବାକୁ ଆସୁଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି

Jagannath-Temple
ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସଂସ୍କାର ସମ୍ପର୍କରେ ଆଲୋଚନା ପାଇଁ ଆସନ୍ତା ୨୦ରେ ଆସିବେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ଗୋପାଳ ସୁବ୍ରମଣ୍ୟମ। ୨୧ ଓ ୨୨ ତାରିଖରେ ଶ୍ରୀମନ୍ଦିର ସଂସ୍କାର ନେଇ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ସହ ସେ ଆଲୋଚନା କରିବେ। ଶ୍ରୀମନ୍ଦିର ପ୍ରଶାସନ ଓ ଛତିଶା ନିଯୋଗ ସହ ମଧ୍ୟ ସେ ଆଲୋଚନା କରିବେ।
ସୁପ୍ରିମକୋର୍ଟଙ୍କ ୧୨ଟି ପ୍ରସ୍ତାବ ଉପରେ ଗୋପାଳ ସୁବ୍ରମଣ୍ୟମ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଆଲୋଚନାରେ ଦାନ ଦକ୍ଷିଣା ଓ ବଂଶାନୁକ୍ରମିକ ସେବା ମୁଖ୍ୟ ପ୍ରସଙ୍ଗ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର  ସୂଚନା ଦେଇଛନ୍ତି।


from Odisha Reporter https://ift.tt/2D3GTlz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages