ଅକ୍ଟୋବର ୧୧ରେ କଲେଜ ଛାତ୍ର ସଂସଦ ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 28, 2018

ଅକ୍ଟୋବର ୧୧ରେ କଲେଜ ଛାତ୍ର ସଂସଦ ନିର୍ବାଚନ

state-election

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଲେଜ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧୧ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅକ୍ଟୋବର ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯିବ। ସେହିଦିନ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୪ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ୧୦ ତାରିଖରେ ହ୍ୱାଟ୍‌ ଆଇ ଷ୍ଟାଣ୍ଡ ଫର୍‌ ହେବ। ୧୧ ତାରିଖରେ ଭୋଟ ଗ୍ରହଣ କରାଯିବ। ସେହିଦିନ ହିଁ ଫଳଫଳ ପ୍ରକାଶ ପାଇବ।



from Odisha Reporter https://ift.tt/2IniG8R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages