ପୋଖରୀରେ ବୁଡ଼ିଗଲେ ଦୁଇ ବାଳକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 12, 2018

ପୋଖରୀରେ ବୁଡ଼ିଗଲେ ଦୁଇ ବାଳକ

hytgf

ଜଗତସିଂହପୁର(ଦୀପକ ମହାନ୍ତି): ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଲକ୍ ଅନ୍ତର୍ଗତ ସିଙ୍ଗିରି ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି।

ପୋଖରୀରେ ଗାଧୋଉଥିବା ବେଳେ ଦୁଇ ଜଣ ବାଳକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସରୋଜ ବିଶ୍ୱାଳଙ୍କ ପୁଅ ଓମ୍‌ ବିଶ୍ୱାଳ ଓ ପ୍ରତାପ ରାଉତଙ୍କ ପୁଅ ଆର୍ଯ୍ୟ ସୁମନ ରାଉତ।

ଓମ୍ ସଙ୍ଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀରେ ପଢୁଥିଲେ। ଆର୍ଯ୍ୟ ତୃତୀୟ ଶ୍ରେଣୀରେ ପଢ଼ୁଥିଲେ।

ଦୁଇ ଜଣ ଯାକ ଆଜି ସକାଳ ପ୍ରାୟ ୯ଟା ବେଳେ ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରି ନଥିଲେ। ଖୋଜାଖୋଜି କରିବା ପରେ ପୋଖରୀରୁ ଉଭୟଙ୍କ ମୃତଦେହ ମିଳିଥିଲା।

ସେମାନଙ୍କୁ ଉଦ୍ଧାର କରାଯାଇ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

 

 

 



from Odisha Reporter https://ift.tt/2Mmmck1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages