ଏହି ସବୁ ଜିଲ୍ଲା ପାଇଁ ଜାରି ହୋଇଛି ସତର୍କ ସୂଚନା; ହୋଇପାରେ ବର୍ଷା ଓ ଝଡ଼ତୋଫାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 4, 2018

ଏହି ସବୁ ଜିଲ୍ଲା ପାଇଁ ଜାରି ହୋଇଛି ସତର୍କ ସୂଚନା; ହୋଇପାରେ ବର୍ଷା ଓ ଝଡ଼ତୋଫାନ

Met department issues alert for 18 districts of odisha

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ତୋଫାନ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୧୮ଟି ଜିଲ୍ଲାକୁ ସକାଳ ୯ଟା ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ।



from Odisha Reporter https://ift.tt/2Cg39rQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages