‘ଭକ୍ତଙ୍କ ପ୍ରତି ସେବାୟତଙ୍କ ବ୍ୟବହାର ଭଲ ହେବା ଜରୁରୀ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 22, 2018

‘ଭକ୍ତଙ୍କ ପ୍ରତି ସେବାୟତଙ୍କ ବ୍ୟବହାର ଭଲ ହେବା ଜରୁରୀ’

puri

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରତି ସେବାୟତଙ୍କ ବ୍ୟବହାର ଭଲ ହେବା ଜରୁରୀ। ଆଚାର, ବ୍ୟବହାର ଏବଂ ସମୟାନୁବର୍ତ୍ତିତା ଉପରେ ଧ୍ୟାନ ଦେବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟଙ୍କ ଆମିକସ୍‌କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ କହିଛନ୍ତି।

ଆଜି ସେ ଦିଲ୍ଲୀ ଫେରିବା ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି।

ସେ କହିଥିଲେ,‘‘ଶ୍ରୀମନ୍ଦିର ସଂସ୍କାର ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ। ମୁଖ୍ୟତଃ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ମୁଁ ଗଜପତି ମହାରାଜ, ସେବାୟତ ଏବଂ ମନ୍ଦିର ପ୍ରଶାସନଙ୍କ ସହ ଆଲୋଚନା କରିଛି। ଏହାଛଡ଼ା ଶ୍ରୀମନ୍ଦିର ସେବାୟତଙ୍କ ଆର୍ଥିକ ଓ ସାମାଜିକ ଦିଗକୁ ମଧ୍ୟ ବୈଠକରେ ଗୁରୁତ୍ୱ ଦିଆଯାଇଛି।”



from Odisha Reporter https://ift.tt/2I9di98

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages