ଘାଟିରେ ୫୦ ଫୁଟ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌; ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 14, 2018

ଘାଟିରେ ୫୦ ଫୁଟ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌; ଦୁଇ ଆହତ

truck

ବାରିପଦା(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ର ଦୁଆରଶୁଣି ଘାଟିରୁ ଆଜି ଏକ ପିଆଜ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ୫୦ ଫୁଟ୍‌ ତଳକୁ ଖସି ପଡ଼ିଛି। ଏଥିରେ ଡ୍ରାଇଭର ଓ ହେଲପର ଆହତ ହୋଇଛନ୍ତି।

ଉଭୟ ପଶ୍ଚିମବଙ୍ଗରର ମେଦନାପୁରର ବୋଲି ଜଣାପଡ଼ିଛି।

ପୁଲିସ୍, ଦମକଳବାହିନୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରାଯାଇଥିଲା।
ଟ୍ରକ୍ଟି ନାସିକ୍କୁ କୋଲକାତା ଯାଉଥିଲା।



from Odisha Reporter https://ift.tt/2OocjnT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages