କିନ୍ନରଙ୍କୁ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 15, 2018

କିନ୍ନରଙ୍କୁ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି

deadbody

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ଗଙ୍ଗପଡ଼ା ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଦୁର୍ଘଟଣା ଘଟିଛି।

ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କିନ୍ନରଙ୍କ ମୃତ୍ୟୁ ହୋଇଛି। ସେ ରାସ୍ତାପାର ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି

ଯାଁଳା ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ଖୋର୍ଦ୍ଧା ଜିଲ୍ଲା ଚିକିତ୍ସାଳୟକୁ ପଠାଇଛି।



from Odisha Reporter https://ift.tt/2NKzEmB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages