କୂଅରୁ ମିଳିଲା ଦୁଇ ଭଉଣୀଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 28, 2018

କୂଅରୁ ମିଳିଲା ଦୁଇ ଭଉଣୀଙ୍କ ମୃତଦେହ

well2

ମୋହନା (ମିହିର ଯଦି): ଗଜପତି ଜିଲ୍ଲା ଆର୍. ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଗାଁରେ କୂଅ ଭିତରୁ ଦୁଇ ଭଉଣୀଙ୍କ ମୃତଦେହ ଠାବ କରାଯାଇଛି।

ନିଜ ଘର ସାମ୍ନାରେ ଥିବା କୂଅରେ ସେମାନଙ୍କ ମୃତଦେହ ପଡ଼ିଥିଲା। ଅଗ୍ନିଶମ କର୍ମଚାରୀ ଓ ପୁଲିସ୍‌ ସେମାନଙ୍କ ମୃତଦେହକୁ କୂଅରୁ ବାହାର କରିଥିଲେ।

ମୃତ ଦୁଇ ଭଉଣୀ ହେଲେ ସ୍ୱପ୍ନା ଆଚାରୀ(୨୨) ଓ କିରଣ ଆଚାରୀ(୧୪)।

ପ୍ରାଥମିକ ତଦନ୍ତରୁ ଦୁଇ ଭଉଣୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଏହାର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2zDRwYg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages