ରାସ୍ତା ପାଇଁ ରାସ୍ତାରୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 8, 2018

ରାସ୍ତା ପାଇଁ ରାସ୍ତାରୋକ

road-block

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବନମାଳୀ ଛକ ନିକଟରେ ‘ବନମାଳୀ ପ୍ରସାଦ ବିକାଶ କ୍ରିୟାନୁଷ୍ଠାନ କମିଟି’ ପକ୍ଷରୁ ରାସ୍ତାରୋକ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମଟର ଅଟକି ରହିଛି। ଏହି ରାସ୍ତା ଢେଙ୍କାନାଳ ଓ ଭାପୁରକୁ ସଂଯୋଗ କରୁଛି।

ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌ ସଂଯୋଗ, ପକ୍କା ରାସ୍ତା ଓ ୫୫ ନମ୍ୱର ଜାତୀୟ ରାଜପଥର କଣ୍ଟାନାଳି ବାଇପାସ୍‌ ଛକ ନିକଟରେ ଫ୍ଲାଏ ଓଭର ନିର୍ମାଣ କରିବା ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି।

ଢେଙ୍କାନାଳ ଟାଉନ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।



from Odisha Reporter https://ift.tt/2NrXpj5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages