ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ନକ୍ସଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 11, 2018

ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ନକ୍ସଲ

maoyttt

ମାଲକାନଗିରି(ଜିତେନ୍ଦ୍ର ବେଉରା): ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ମାଲକାନଗିରି ସୀମାନ୍ତ ଦାନ୍ତେଓ୍ୱାଡ଼ାରେ ନକ୍ସଲମାନେ ଜଣଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହୁଙ୍ଗା କର୍ମା।

ଚାରି ଦିନ ତଳେ ହୁଙ୍ଗାଙ୍କୁ ନକ୍ସଲମାନେ ଅପହରଣ କରି ନେଇଥିଲେ।ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସୂଚନା ମିଳିନଥିଲା।

ଗତକାଲି ରାତିରେ ବଚେଲି ରେଳ ଷ୍ଟେସନ୍ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ନକ୍ସଲମାନେ ଏକ ହାତଲେଖା ଚିଠି ଛାଡ଼ି ଯାଇଛନ୍ତି।



from Odisha Reporter https://ift.tt/2N34tUa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages