ରାଜଧାନୀରେ ଫୁଟିଲା ଗୁଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 13, 2018

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଅଶାନ୍ତ ହୋଇପଡ଼ୁଛି ରାଜଧାନୀ ଭୁବନେଶ୍ୱର। ଆଜି ଫୁଟିଛି ଗୁଳି। ଖଣ୍ଡଗିରି କଳିଙ୍ଗ ଷ୍ଟୁଡ଼ିଓ ନିକଟରେ ଜଣେ ଢ଼ାବା ମାଲିକଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି।

ଆହତ ଢ଼ାବା ମାଲିକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନରେଟ୍‌ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2CUgypO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages